{"product_id":"dhusara-saisaba-9781645603672","title":"Dhusara Saisaba","description":"\u003cp\u003eଗୋବିନ୍ଦ ମିଶ୍ର କେବଳ ଆଧୁନିକ ହିନ୍ଦୀ ସାହିତ୍ୟର ନୁହନ୍ତି, ସମସାମୟିକ ଭାରତୀୟ ସାହିତ୍ୟର ଏକ ମୁର୍ଦ୍ଧନ୍ୟ ଓ ବଳିଷ୍ଠ ସ୍ୱର । ଦୀର୍ଘ ଛଅ ଦଶନ୍ଧିରୁ ଅଧିକ କାଳ ଧରି ସେ ସାହିତ୍ୟ ସାଧନାରେ ନିମଗ୍ନ । ଉଚ୍ଚ ପ୍ରଶାସନିକ ପଦପଦବୀରେ ରହିସୁଦ୍ଧା ଚିନ୍ତା ଓ ଚେତନାରେ ସେ ସଦାବେଳେ ମାଟିମନସ୍କ ଓ ସାମାଜିକ ସତ୍ୟାନୁସନ୍ଧାନୀ । ତାହା ତାଙ୍କର ଗଳ୍ପ ଓ ଉପନ୍ୟାସ ଉଭୟରେ ବାରମ୍ବାର ପାଠକମାନେ ଦେଖିବାକୁ ପାଇଥାନ୍ତି ।୧୯୬୦ ଦଶକ ବେଳକୁ ହିନ୍ଦୀ ସାହିତ୍ୟରେ ଯେଉଁ ନୂଆ ପରୀକ୍ଷାନିରୀକ୍ଷା ଆରମ୍ଭ ହୋଇଥିଲା, ସେଥିରେ ପରମ୍ପରାବାଦୀଙ୍କ ବିରୁଦ୍ଧରେ 'ନୟୀ କହାନୀ' ଆନ୍ଦୋଳନର ପ୍ରବକ୍ତାମାନେ ଦୃଢ଼ ସ୍ୱର ଉତ୍ତୋଳନ କରିଥିଲେ । \u003c\/p\u003e\u003cp\u003eଆଲୋଚିତ ଉପନ୍ୟାସ 'ଧୂଲ୍ ପୌଧୋଁ ପର' ସମ୍ପୂର୍ଣ୍ଣ ରୂପେ ଏକ ପରୀକ୍ଷାନିରୀକ୍ଷାଧର୍ମୀ ସାମାଜିକ- ମନସ୍ତାତ୍ତ୍ୱିକ ଉପନ୍ୟାସ ଯେଉଁଥିରେ ଜଣେ ନାରୀର ଏକକ ସଂଗ୍ରାମକୁ ଅତି ନିଖୁଣ ଭାବେ ଚିତ୍ରିତ କରାଯାଇଛି । ନିଜ ସହ ଜଣେ ସଂଘର୍ଷ କରୁଥିବା ନାରୀ ନିଜ ପରିବାର ଓ ସମାଜ ସହ ଯେତେବେଳେ ସାମ୍]ନା କରେ, ସେ ସଂଘର୍ଷ କରେ, ତା'ସହିତ କେହି ସହଯୋଦ୍ଧା ନଥାନ୍ତି । ଏପରିକି ସମୟ ମଧ୍ୟ ହାତ ଛାଡ଼ିଦିଏ । ସ୍ଥାନ, କାଳ ଓ ପାତ୍ର ଏକ ଚକ୍ରବ୍ୟୂହ ରଚନା କରନ୍ତି ଓ ନିଷ୍ପାପ ଅଭିମନ୍ୟୁଟି ଯୁଦ୍ଧ କରିଚାଲେ । କିନ୍ତୁ ଏ ଯୁଦ୍ଧରେ ଅଭିମନ୍ୟୁ ସପ୍ତରଥୀଙ୍କ ଦ୍ୱାରା ନିପାତ ହୁଏନାହିଁ । ବରଂ ସେ ସମୟ ଓ ସମାଜ ନିକଟରେ ନିଜର ଯଥାର୍ଥ\u003cbr\u003e\u003cbr\u003e\u003cb\u003eAuthor:\u003c\/b\u003e Govind Mishra\u003cbr\u003e\u003cb\u003ePublisher:\u003c\/b\u003e Black Eagle Books\u003cbr\u003e\u003cb\u003ePublished:\u003c\/b\u003e 02\/19\/2023\u003cbr\u003e\u003cb\u003ePages:\u003c\/b\u003e 224\u003cbr\u003e\u003cb\u003eBinding Type:\u003c\/b\u003e Paperback\u003cbr\u003e\u003cb\u003eWeight:\u003c\/b\u003e 0.64lbs\u003cbr\u003e\u003cb\u003eSize:\u003c\/b\u003e 8.50h x 5.50w x 0.51d\u003cbr\u003e\u003cb\u003eISBN:\u003c\/b\u003e 9781645603672\u003cbr\u003e\u003cb\u003eLanguage:\u003c\/b\u003e Oriya\u003cbr\u003e\u003c\/p\u003e\u003cp\u003e\u003cb\u003eAbout the Author\u003c\/b\u003e\u003cbr\u003e\u003cb\u003e\u003ci\u003eMishra, Govind:\u003c\/i\u003e\u003c\/b\u003e - \"Govind Mishra (born August 1, 1939) is a Hindi novelist with more than 53 books to his credit. After completing M.A. in English from Allahabad University, he joined Indian Revenue Service in 1962 and retired as the Chairman, Central Board of Direct Taxes in 1997. He has written 11 novels,14 short story collections, 5 travelogues, 5 literary essay collections, a poetry collection and 2 story books for children. His awards include Vyas Samman in 1998 for \"Paanch Anangano Wala Ghar\", Sahitya Akademi award in 2008 for \"Kohre Mein Kaid Rang\", Saraswati Samman in 2013 for \"Dhool Paudho Par\". He was also awarded the Bharat Bharti Samman - the highest literary award given by the Uttar Pradesh government for the year 2011.\"\u003cb\u003e\u003ci\u003eMallick, Niharika:\u003c\/i\u003e\u003c\/b\u003e - Niharika Mallick (born February 2,1982) is a translator. Her translation works have been published in Sambad, Prameya, Sakala, Pratibeshi, Shailaja, Katha, Kadambinee and many other newspapers and magazines. Her translation books include Adhunika Hindi Galpamala, Mo Priya Kahani, Mahadevi Verma nka Nirbachita Kabita, Mu O Mu and Asabhya Nagara O Anyanya Galpa. Dhusara Shaishaba is her sixth translation book. She teaches Hindi language and literature in a college.\u003c\/p\u003e\u003cp\u003e\u003ci\u003eThis title is not returnable\u003c\/i\u003e\u003cbr\u003e\u003c\/p\u003e","brand":"Black Eagle Books","offers":[{"title":"Paperback","offer_id":43201609793651,"sku":"9.78165E+12","price":21.95,"currency_code":"EUR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0555\/9255\/0515\/files\/img_a08da4ab-b269-4f56-8a33-9522a6198465.jpg?v=1752839523","url":"https:\/\/bookstorenmore.com\/en-de\/products\/dhusara-saisaba-9781645603672","provider":"Bookstore N More","version":"1.0","type":"link"}