{"product_id":"drasta-odia-translation-of-the-prophet-9781645605324","title":"Drasta: Odia translation of The Prophet","description":"\u003cp\u003eପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।\u003c\/p\u003e\u003cp\u003e ଜିବ୍ରାନଙ୍କର \"ଦ୍ରଷ୍ଟା\" ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର \"ଗୀତାଂଜଳି\"ର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍]ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, \"ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।\"୍]\u003c\/p\u003e\u003cp\u003e ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।\u003c\/p\u003e\u003cp\u003e ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯ\u003cbr\u003e\u003cbr\u003e\u003cb\u003eAuthor:\u003c\/b\u003e Manoranjan Pattanayak,Kahlil Gibran\u003cbr\u003e\u003cb\u003ePublisher:\u003c\/b\u003e Black Eagle Books\u003cbr\u003e\u003cb\u003ePublished:\u003c\/b\u003e 03\/14\/2024\u003cbr\u003e\u003cb\u003ePages:\u003c\/b\u003e 100\u003cbr\u003e\u003cb\u003eBinding Type:\u003c\/b\u003e Paperback\u003cbr\u003e\u003cb\u003eWeight:\u003c\/b\u003e 0.30lbs\u003cbr\u003e\u003cb\u003eSize:\u003c\/b\u003e 8.50h x 5.50w x 0.24d\u003cbr\u003e\u003cb\u003eISBN:\u003c\/b\u003e 9781645605324\u003cbr\u003e\u003cb\u003eLanguage:\u003c\/b\u003e Oriya\u003cbr\u003e\u003c\/p\u003e\u003cp\u003e\u003cb\u003eAbout the Author\u003c\/b\u003e\u003cbr\u003e\u003cb\u003e\u003ci\u003ePattanayak, Manoranjan:\u003c\/i\u003e\u003c\/b\u003e - ମନୋରଂଜନ ପଟ୍ଟନାୟକ ୫୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମୁମ୍ବଇରେ ରହୁଛନ୍ତି । ଏଯାଏଁ ତାଙ୍କର ୯ଟି ଅନୂଦିତ ପୁସ୍ତକ ପ୍ରକାଶ ପାଇଛି । ସେଗୁଡ଼ିକ ହେଲା- 'ଓମାର କାବ୍ୟ', 'ମେଘଦୂତ', 'ଗୀତାଞ୍ଜଳି'(ନୋବେଲ ପୁରସ୍କାର ପ୍ରାପ୍ତ), 'ମଧୁଶାଳା', 'ଋତୁସଂହାର', 'ଓମାର ଖୈୟାମ- ରୁବାଇୟାତ', 'ପାବ୍ଲୋ ନେରୁଦା- ଶହେଟି ପ୍ରେମର ସନେଟ୍ ଓ ୨୦ଟି କବିତା ପ୍ରେମର ଓ ଗୋଟିଏ ଗୀତ ହତାଶାର', 'ଶ୍ରୀମଦ୍]ଭଗବଦ୍]ଗୀତା' ଓ 'ହଂସଦୂତ' । ଏହି 'ଦ୍ରଷ୍ଟା' ଗ୍ରନ୍ଥର ଓଡ଼ିଆ ଅନୁବାଦ ହେଉଛି ତାଙ୍କର ଦଶମ ଅନୂଦିତ ପୁସ୍ତକ । ପାଠକ ପାଠିକାମାନେ ଏହାକୁ ପସନ୍ଦ କରିବେ ବୋଲି ଆଶା । ମୋ-୯୯୮୭୦୨୨୯୩୦ ।\u003c\/p\u003e\u003cp\u003e\u003ci\u003eThis title is not returnable\u003c\/i\u003e\u003cbr\u003e\u003c\/p\u003e","brand":"Black Eagle Books","offers":[{"title":"Paperback","offer_id":43975958233203,"sku":"9.78165E+12","price":18.95,"currency_code":"EUR","in_stock":true}],"thumbnail_url":"\/\/cdn.shopify.com\/s\/files\/1\/0555\/9255\/0515\/files\/img_3a90bd28-0d15-4423-b080-d96156bd65c3.jpg?v=1760444709","url":"https:\/\/bookstorenmore.com\/en-de\/products\/drasta-odia-translation-of-the-prophet-9781645605324","provider":"Bookstore N More","version":"1.0","type":"link"}